ଓଡ଼ିଶା

୮୦ ବର୍ଷରୁ ଉର୍ଦ୍ଧ କଳାକାର ମାସକୁ ୨୫୦୦ ଟଙ୍କା ସହାୟତା ପାଇବେ

କଳାକାର ମାନଙ୍କ ହିତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର “ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା”ରେ କଳାକାର ମାନଙ୍କ ସହାୟତା ରାଶି ବୃଦ୍ଧି ଘୋଷଣା କରିଛନ୍ତି ।

ଏହି ନୂଆ ଘୋଷଣା ଅନୁଯାୟୀ, ଏହି ଯୋଜନାର ହିତାଧିକାରୀ ମାନେ ଏବେ ମାସକୁ ୧୨୦୦ ପରିବର୍ତ୍ତେ ୨୦୦୦ ଟଙ୍କା ସହାୟତା ପାଇବେ। ୮୦ ବର୍ଷରୁ ଉର୍ଦ୍ଧ କଳାକାର ମାସକୁ ୨୫୦୦ ଟଙ୍କା ସହାୟତା ପାଇବେ। ଏହାଦ୍ବାରା ରାଜ୍ୟର ୮୦ ହଜାର କଳାକାର ଉପକାର ପାଇବେ।।

Related Articles

Back to top button