ଜାତୀୟ

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜୟ ପ୍ରକାଶ ନଡ୍ଡା ଗୁଜରାଟରୁ ରାଜ୍ୟସଭା ପାଇଁ ପ୍ରାର୍ଥୀ ହେବେ

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜୟ ପ୍ରକାଶ ନଡ୍ଡା ଗୁଜରାଟରୁ ରାଜ୍ୟସଭା ପାଇଁ ପ୍ରାର୍ଥୀ ହେବେ । ସେହିଭଳି ସଦ୍ୟ କଂଗ୍ରେସ ଛାଡି ବିଜେପିରେ ଯୋଗ ଦେଇଥିବା ଅଶୋକ ଚୌହାନ ତାଙ୍କ ନିଜ ରାଜ୍ୟ ମହାରାଷ୍ଟ୍ରରୁ ରାଜ୍ୟସଭା ପାଇଁ ପ୍ରାର୍ଥୀ ହୋଇଛନ୍ତି ।

ସେହିଭଳି ମେଧାକୁଲକର୍ଣ୍ଣୀଙ୍କୁ ମଧ୍ୟ ବିଜେପି ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଛି । ବିଜେପି ତରଫରୁ ଜାରି କରାଯାଇଥିବା ତାଲିକାରେ ୭ ଜଣଙ୍କ ନାମ ଉଲ୍ଲେଖ ରହିଛି । ଯାହା ମଧ୍ୟରୁ ୪ ଜଣଙ୍କୁ ଗୁଜରାଟ ଓ ୩ ଜଣ ମହାରାଷ୍ଟ୍ରରୁ ପ୍ରାର୍ଥୀ ହୋଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com