ଓଡ଼ିଶା

ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ଶାନ୍ତି ଓ ନିରାପତ୍ତା ସୁନିଶ୍ଚିତ କରିବା ନେଇ ପୁରୀ ପୋଲିସ ପକ୍ଷରୁ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି

ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ଶାନ୍ତି ଓ ନିରାପତ୍ତା ସୁନିଶ୍ଚିତ କରିବା ନେଇ ପୁରୀ ପୋଲିସ ପକ୍ଷରୁ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି । ଶ୍ରୀମନ୍ଦିର ଉପରେ ନୋ ଫ୍ଲାଇଙ୍ଗ ଜୋନ୍ ଘୋଷଣା ସହିତ ଭିତରେ ମୋବାଇଲ ଦ୍ୱାରା ଫୋଟୋ ଉତ୍ତୋଳନକୁ ବାରଣ କରାଯାଇଛି ।

ପ୍ରାଥମିକ ଭାବେ ଏ ନେଇ ପୋଲିସ ପକ୍ଷରୁ ସଚେତନତା ସୃଷ୍ଟି କରାଯାଇଥିବା ବେଳେ ନିୟମ ଉଲ୍ଲଂଘନ କଲେ କଡା ପଦକ୍ଷେପ ନିଆଯିବ । ପୋଲିସର ଏପରି ପଦକ୍ଷେପକୁ ସେବାୟତ ବୁଦ୍ଧିଜୀବୀ ସ୍ୱାଗତ କରିବା ସହ ପ୍ରଶଂସା କରିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com