ଅନ୍ତର୍ଜାତୀୟରାଜନୀତି

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ ପୁଣି ଥରେ ଦେଶର ଶାସନ ମଙ୍ଗ ଧରିପାରନ୍ତି

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ ପୁଣି ଥରେ ଦେଶର ଶାସନ ମଙ୍ଗ ଧରିପାରନ୍ତି। ପାକିସ୍ତାନ ମୁସ୍‌ଲିମ୍‌ ଲିଗ୍‌-ନଓ୍ବାଜ ସୁପ୍ରିମୋ ତଥା ଶେହବାଜଙ୍କ ବଡ଼ଭାଇ ନଓ୍ବାଜ ଶରିଫ୍‌ ତାଙ୍କୁ ପ୍ରଧାନମନ୍ତ୍ରୀ ମନୋନୀତ କରିଛନ୍ତି।

ପିଏମ୍‌ଏଲ୍‌-ଏନ୍‌ ମୁଖପାତ୍ର ମରିୟମ ଔରଙ୍ଗଜେବ ଏନେଇ ସୂଚନା ଦେଇଛନ୍ତି। ନଓ୍ବାଜ ଶରିଫ୍‌ଙ୍କ ଝିଅ ମରିୟମ ନଓ୍ବାଜ ପଞ୍ଜାବ ପ୍ରଦେଶର ମୁଖ୍ୟମନ୍ତ୍ରୀ ହୋଇପାରନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com