ଜାତୀୟବିଜ୍ଞାନ ଓ ପ୍ରଯୁକ୍ତି

ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସର ବିପ୍ଲବ ମଣିଷ ସମାଜରେ ଖୁବ୍‌ ଗଭୀର ପ୍ରଭାବ ପକାଇଛି

ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସର ବିପ୍ଲବ ମଣିଷ ସମାଜରେ ଖୁବ୍‌ ଗଭୀର ପ୍ରଭାବ ପକାଇଛି। ଏହା ମନୁଷ୍ୟର ହିତ ସାଧନ କରୁଛି ସତ ହେଲେ ଆଗକୁ ମଣିଷ ପାଇଁ ବିପଦ ଡାକି ଆଣୁଛି।

ଭବିଷ୍ୟତରେ ଏଆଇ ମଣିଷର ସ୍ଥାନ ନେବ ବୋଲି ମଧ୍ୟ ଆଶଙ୍କା କରାଯାଉଛି। ନିକଟରେ ଏଆଇ ସମ୍ବନ୍ଧିତ ମାମଲା ସାମ୍ନାକୁ ଆସିଥିଲା। ଯେଉଁଥିରେ ଜଣେ ଯୁବକ ଏଆଇ ଦ୍ୱାରା ନିଜ ପ୍ରେମିକାଙ୍କୁ ଖୋଜି ପାଇଥିଲେ। ସେହିପରି ନିକଟରେ ହୋଇଥିବା ଏକ ସର୍ଭେରୁ ଜଣାପଡିଛି କି, ଭ୍ୟାଲେଣ୍ଟାଇନରେ ଯୁବପିଢି ଲଭ୍‌ ଲେଟର ଲେଖିବାକୁ ଏଆଇ ବ୍ୟବହାର କରୁଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com