ଜାତୀୟ

ଦିଲ୍ଲୀରେ କୃଷକ ଆନ୍ଦୋଳନ ଉଗ୍ରରୂପ ନେଇଥିବା ବେଳେ ଆଜି ଭାରତ ବନ୍ଦ୍ ଡାକରା ଦେଇଛନ୍ତି ବିଭିନ୍ନ କୃଷକ ସଂଗଠନ

ଦିଲ୍ଲୀରେ କୃଷକ ଆନ୍ଦୋଳନ ଉଗ୍ରରୂପ ନେଇଥିବା ବେଳେ ଆଜି ଭାରତ ବନ୍ଦ୍ ଡାକରା ଦେଇଛନ୍ତି ବିଭିନ୍ନ କୃଷକ ସଂଗଠନ । ଚାଷୀଙ୍କ ଦ୍ୱାରା ଉତ୍ପାଦିତ ଫସଲର ସର୍ବନିମ୍ନ ଦାମକୁ ଆଇନସିଦ୍ଧ କରିବା, ଦେଶରେ ବଢୁଥିବା ବେକାରୀ ସମସ୍ୟାର ସମାଧାନ କରିବା ଭଳି ବିଭିନ୍ନ ଦାବି ନେଇ କୃଷକ ସଂଗଠନମାନେ ଭାରତ ବନ୍ଦ ଡାକରା ଦେଇଛନ୍ତି ।

ଏହାସହ କେନ୍ଦ୍ର ସରକାରଙ୍କ ଜନ ବିରୋଧୀ ନୀତି ବିରୋଧରେ ଭାରତ ବନ୍ଦ ଡାକରା ଦିଆଯାଇଛି । ଏହି ବନ୍ଦ ଡାକରାକୁ କଂଗ୍ରେସ ସମର୍ଥନ କରିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com