ମନୋରଞ୍ଜନ

ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏକ ଚିଠି ଲେଖିଛନ୍ତି

ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏକ ଚିଠି ଲେଖିଛନ୍ତି। ଉକ୍ତ ଚିଠିକୁ ସେ ବିଜେପିର ଅଫିସିଆଲ ଟୁଇଟର ଆକାଉଣ୍ଟରେ ସେୟାର ବି କରିଛନ୍ତି।

ଏହି ଚିଠିରେ ଶିଳ୍ପା ପ୍ରଧାନମନ୍ତ୍ରୀଙ୍କ ରାମମନ୍ଦିର ନିର୍ମାଣକୁ ‌ନେଇ କୃତଜ୍ଞତା ଜଣାଇଛନ୍ତି।

Related Articles

Back to top button