ଓଡ଼ିଶା

ତିନିଦିନିଆ ଓଡିଶା ଗସ୍ତରେ ମୁଖ୍ୟ ନିର୍ବାଚନ କମିସନର

ତିନିଦିନିଆ ଓଡିଶା ଗସ୍ତରେ ମୁଖ୍ୟ ନିର୍ବାଚନ କମିସନର । ଓଡିଶାରେ ୧୭ ତାରିଖ ଯାଏ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ।

CEC ରାଜୀବ କୁମାରଙ୍କ ନେତୃତ୍ୱରେ ୭ଜଣିଆ ଟିମ୍ ଓଡିଶା ଆସିଛନ୍ତି। ଆସନ୍ତା ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା ଲାଗି ଓଡ଼ିଶା ଆସିଛନ୍ତି ରାଜୀବ କୁମାର। ଗସ୍ତ ଅବସରରେ ଇଭିଏମ୍ ସ୍ଥିତି ଓ ବୁଥ୍ ସ୍ତରରେ ପ୍ରସ୍ତୁତି ସମୀକ୍ଷା କରିବେ ।

Related Articles

Back to top button
WP Twitter Auto Publish Powered By : XYZScripts.com