ଜାତୀୟ

ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍ ଡି ଦେବେଗୌଡ଼ାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ମଣିପାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି

ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍ ଡି ଦେବେଗୌଡ଼ାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ମଣିପାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ଦେବେଗୌଡ଼ାଙ୍କର ଆଜି ସକାଳେ ଶ୍ୱାସକ୍ରିୟା ଜନିତ ଅସୁସ୍ଥତା କାରଣରୁ ମଣିପାଲ ହସପିଟାଲରେ ଭର୍ତ୍ତି କରାଯାଇଛି।

ଡାକ୍ତର ସତ୍ୟନାରାୟଣ ମହୀଶୂରଙ୍କ ତତ୍ତ୍ୱାବଧାନରେ ଏକ ଡାକ୍ତରୀ ଦଳ ତାଙ୍କ ଚିକିତ୍ସା କରୁଛନ୍ତି । ବର୍ତ୍ତମାନ ତାଙ୍କର ଅବସ୍ଥା ସ୍ଥିର ରହିଛି ଏବଂ ଚିନ୍ତାର କୌଣସି କାରଣ ନାହିଁ ବୋଲି ଡାକ୍ତରମାନେ କହିଛନ୍ତି । ତାଙ୍କୁ ଦୁଇଦିନ ପରେ ଛାଡ଼ିଦିଆଯିବାର ସମ୍ଭାବନା ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com