ଓଡ଼ିଶା

ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଉଥିବା ବ୍ୟକ୍ତିଙ୍କ ତ୍ୟାଗ ଓ ସାହସର ସ୍ୱୀକୃତି ସ୍ୱରୂପ ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ

ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଉଥିବା ବ୍ୟକ୍ତିଙ୍କ ତ୍ୟାଗ ଓ ସାହସର ସ୍ୱୀକୃତି ସ୍ୱରୂପ ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି।

ଏହା ଦ୍ୱାରା ଅଙ୍ଗଦାନ କ୍ଷେତ୍ରରେ ବ୍ୟାପକ ସଚେତନତା ଆସିବା ସହିତ ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଇବା ପାଇଁ ଏହା ସମାଜ କୁ ପ୍ରେରଣା ଦେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com