ଓଡ଼ିଶା

ଆଜି ଠାରୁ ଆରମ୍ଭ ହେବ ପ୍ରସିଦ୍ଧ ଖଣ୍ଡଗିରିରେ ମାଘସପ୍ତମୀ କୁମ୍ଭମେଳା

ଆଜି ଠାରୁ ଆରମ୍ଭ ହେବ ପ୍ରସିଦ୍ଧ ଖଣ୍ଡଗିରିରେ ମାଘସପ୍ତମୀ କୁମ୍ଭମେଳା । ନାମ, ଧ୍ବନି, ସଂର୍କୀତ୍ତନରେ କୋଳାହଳ ହେବ ଖଣ୍ଡଗିରି ଗୁମ୍ଫା । ବାବାଙ୍କ ଆଖଡାରୁ ଦେବସଭା ସବୁଠି ଚଳଚଞ୍ଚଳ ।

ରାଜ୍ଯ ତଥା ରାଜ୍ଯ ବାହରର ସାଧୁସନ୍ଥ ଏବେ ଭୁବନେଶ୍ବରରେ ଡେରା ପକାଇଲେଣି । ପାହଡର ପାଦ ଦେଶରୁ ଉପର ଯାଏଁ ପରିମଳ, ସଫେଇ, ସୌନ୍ଦଯ୍ଯକରଣ, ସ୍ବଚ୍ଛତା ଉପରେ ଫୋକସ କରିଛି ବିଏମସି । ଆଲୋକୀକରଣ ସାଙ୍ଗକୁ ସୌନ୍ଦଯ୍ଯକରଣ ନେଇ ରୋଡ ମ୍ଯାପ ପ୍ରସ୍ତୁତ ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com