ମନୋରଞ୍ଜନ

ଲୋକପ୍ରିୟ ଅଭିନେତା ହର୍ଷଦ ଚୋପ୍ରାଙ୍କ ସରିଲା ନିର୍ବନ୍ଧ

ସରିଲା ନିର୍ବନ୍ଧ। ଖୁବ୍‌ଶୀଘ୍ର ପଡ଼ିବ ହାତଗଣ୍ଠି। ଆମେ କହୁଛୁ ଟେଲି ପରଦାର ଲୋକପ୍ରିୟ ଅଭିନେତା ହର୍ଷଦ ଚୋପ୍ରାଙ୍କ ବିଷୟରେ। ଧାରାବାହିକ ‘ବେଇନ୍ତହାଁ’ରେ ଉସ୍ମାନ୍‌ ଅବଦୁଲ୍ଲା ଭୂମିକାରେ ନଜର ଆସିଥିଲେ ଏହି ଅଭିନେତା।

ଏବେ ସେ ନିଜର ପ୍ରେମିକା ମୁସ୍କାନ ରାଜପୁତଙ୍କ ସହ ନିର୍ବନ୍ଧ କରିଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ଅଭିନେତା ଏନେଇ ଜଣାଇଛନ୍ତି। ବନ୍ଧୁ ତଥା ପ୍ରଶଂସକମାନେ ତାଙ୍କୁ ଶୁଭେଚ୍ଛା ଜଣାଉଛନ୍ତି।

Related Articles

Back to top button