ଓଡ଼ିଶା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ୧୨ ପ୍ରସ୍ତାବ ଉପରେ ମୋହର ବାଜିଛି।

ଏଚଏଚଜି ମହିଳାଙ୍କୁ ମିଳିବ ୟୁନିଫର୍ମ ସହାୟତା । ହଜାର ଟଙ୍କା ଲେଖାଏଁ ପାଇବେ ୭୦ଲକ୍ଷ ମହିଳା। ବୁଣାକରାଙ୍କୁ ୨ ହଜାରରୁ ୨ ହଜାର ୫୦୦ ଲେଖାଏଁ ସହାୟତା । ‘ନୂଆ-ଓ ଛତ୍ର ବୃତ୍ତି’କୁ ମଧ୍ୟ କ୍ୟାବିନେଟ ମଞ୍ଜୁରି ମିଳିଛି।

Related Articles

Back to top button
WP Twitter Auto Publish Powered By : XYZScripts.com