ଓଡ଼ିଶାରାଜନୀତି

ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି ରାଜନଗରର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି

କଂଗ୍ରେସ ଦଳ ଛାଡିବାର ମାତ୍ର ଦୁଇ ଦିନ ପରେ, ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି ରାଜନଗରର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି ।

ସାଂସଦ ମାନସ ମଂଗରାଜ, ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଅଂଶୁମାନ ବିଜେଡିରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି । ତାଙ୍କ ସହ ପ୍ରାୟ ହଜାରେରୁ ଅଧିକ ସମର୍ଥକ ବିଜେଡିରେ ଯୋଗ ଦେଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com