ଓଡ଼ିଶା

ନିର୍ବାଚନରେ ନିୟୋଜିତ ହେବାକୁ ଥିବା ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ପାଇଁ ମାଗଣା ତଥା ଉନ୍ନତ ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯିବ

ନିର୍ବାଚନରେ ନିୟୋଜିତ ହେବାକୁ ଥିବା ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ପାଇଁ ମାଗଣା ତଥା ଉନ୍ନତ ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯିବ। ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଆୟୁକ୍ତ ତଥା ସଚିବ ଶାଳିନୀ ପଣ୍ଡିତ ନିର୍ଦ୍ଦେଶନାମା ଜାରି କରିଛନ୍ତି।

ରାଜ୍ୟ ସରକାରଙ୍କ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ବା ‘ବିଏସକେୱାଇ’ରେ ଅନୁବନ୍ଧିତ ହୋଇଥିବା ରାଜ୍ୟର ସମସ୍ତ ଘରୋଇ ହସ୍ପିଟାଲରେ ମାଗଣା ଚିକିତ୍ସା ସେବା ଯୋଗାଇ ଦେବାକୁ ନିର୍ଦ୍ଦେଶନାମାରେ ସ୍ପଷ୍ଟ ଉଲ୍ଲେଖ ରହିଛି।

Related Articles

Back to top button
WP Twitter Auto Publish Powered By : XYZScripts.com