ରାଜନୀତି

ଭାରତ ନିର୍ବାଚନ ଆୟୋଗଙ୍କ ଓଡ଼ିଶା ଗସ୍ତର ପ୍ରଥମ ଦିନରେ ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ରାଜ୍ୟର ସମସ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକମାନଙ୍କୁ ନେଇ ଏକ ସମୀକ୍ଷା ବୈଠକ କରାଇଥିଲେ

ଭାରତ ନିର୍ବାଚନ ଆୟୋଗଙ୍କ ଓଡ଼ିଶା ଗସ୍ତର ପ୍ରଥମ ଦିନରେ ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ରାଜ୍ୟର ସମସ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକମାନଙ୍କୁ ନେଇ ଏକ ସମୀକ୍ଷା ବୈଠକ କରାଇଥିଲେ।

ସାଧାରଣ ନିର୍ବାଚନ ଯେପରି ଅବାଧ, ମୁକ୍ତ, ସ୍ୱଚ୍ଛ ଓ ଶାନ୍ତିପୂର୍ଣ୍ଣ ଭାବେ ପରିଚାଳନା କରାଯାଇପାରିବ, ସେଥି ନିମନ୍ତେ ସମସ୍ତ ରାଜନୈତିକ ଦଳମାନଙ୍କର ସହଯୋଗ ଏକାନ୍ତ କାମ୍ୟ ବୋଲି ମୁଖ୍ୟ ନିର୍ବାଚନ କମିସନର ବୈଠକରେ ପ୍ରକାଶ କରିଥିଲେ।

Related Articles

Back to top button
WP Twitter Auto Publish Powered By : XYZScripts.com