ଓଡ଼ିଶା

ରାଜ୍ୟରେ ଅଧିକରୁ ଅଧିକ ଅକ୍ଷୟ ଶକ୍ତିର ଉତ୍ପାଦନ ଓ ବ୍ୟବହାରକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି

ରାଜ୍ୟରେ ଅଧିକରୁ ଅଧିକ ଅକ୍ଷୟ ଶକ୍ତିର ଉତ୍ପାଦନ ଓ ବ୍ୟବହାରକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ରାଜ୍ୟ ସରକାରଙ୍କ ‘ଓଡ଼ିଶା ଅକ୍ଷୟ ଶକ୍ତି ନୀତି-୨୦୨୨’ ଅଧିନରେ ୨୦୩୦ ସୁଦ୍ଧା ରାଜ୍ୟରେ ପ୍ରାୟ ୧୧୦୦୦ ମେଗାୱାଟ ସବୁଜ ଶକ୍ତି ଉତ୍ପାଦନ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି।

ଏହିକ୍ରମରେ ପଞ୍ଚାୟତ କାର୍ଯ୍ୟାଳୟଠାରୁ ଆରମ୍ଭ କରି ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟକୁ ସୌରଶକ୍ତି ସମ୍ପନ୍ନ କରାଯିବ। ଭିତ୍ତିଭୂମି ନିର୍ମାଣକୁ ଗୁରୁତ୍ବ ଦିଆଯିବା ସହ ଖୁବ୍‌ଶୀଘ୍ର କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରାଯିବ।

Related Articles

Back to top button
WP Twitter Auto Publish Powered By : XYZScripts.com