Breaking NewsFeaturedଓଡ଼ିଶା

୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ ଭୁବନେଶ୍ୱର ଅନ୍ଧାରୁଆ ବାୟୋଟେକ୍‌ ପାର୍କସ୍ଥିତ ସାପିଜେନ୍‌ ବାୟୋଲଜିକ୍ସ ଟିକା ଉତ୍ପାଦନ ପ୍ଲାଣ୍ଟ ପରିଦର୍ଶନ କରିଥିଲେ

୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ ଭୁବନେଶ୍ୱର ଅନ୍ଧାରୁଆ ବାୟୋଟେକ୍‌ ପାର୍କସ୍ଥିତ ସାପିଜେନ୍‌ ବାୟୋଲଜିକ୍ସ ଟିକା ଉତ୍ପାଦନ ପ୍ଲାଣ୍ଟ ପରିଦର୍ଶନ କରିଥିଲେ ।

ଏଠାରୁ ୨.୪ କୋଟି ବିଭିନ୍ନ ପ୍ରକାରର ଟିକା ଉତ୍ପାଦନକ୍ଷମତା ଥିବା ଏହି ପ୍ଲାଣ୍ଟ କାର୍ଯ୍ୟକ୍ଷମ ହେବାର ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି । ଏହି ଟିକା ଉତ୍ପାଦନ ପ୍ଲାଣ୍ଟ ଦେଶର ସର୍ବବୃହତ୍‌ ଟିକା ଉତ୍ପାଦନ ପ୍ଲାଣ୍ଟ ଭାବେ ପରିଗଣିତ ହେବ । ପାଣ୍ଡିଆନ୍‌ ପ୍ଲାଣ୍ଟର ସମସ୍ତ ୟୁନିଟ୍‌ ପରିଦର୍ଶନ କରିବା ସହିତ ମ୍ୟାନେଜ୍‌ମେଣ୍ଟ ଏବଂ କର୍ମଚାରୀମାନଙ୍କ ସହ ଆଲୋଚନା କରିଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com