ଓଡ଼ିଶା

୧୫ ଜିଲ୍ଲାର ୭୩ଟି ସରକାରୀ ଡାକ୍ତରଖାନା ଆମ ହସ୍ପିଟାଲେରେ ରୂପାନ୍ତରିତ। ଲୋକାର୍ପିତ କରିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ

ସ୍ବାସ୍ଥ୍ୟସେବାରେ ନୂଆ ଇତିହାସ। ୧୫ ଜିଲ୍ଲାର ୭୩ଟି ସରକାରୀ ଡାକ୍ତରଖାନା ଆମ ହସ୍ପିଟାଲେରେ ରୂପାନ୍ତରିତ। ଲୋକାର୍ପିତ କରିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ।

ଏହା ସହ ଆଇଭିଆର ପଦ୍ଧତିରେ ରୋଗୀଙ୍କର ମତାମତ ସଂଗ୍ରହ ବ୍ଯବସ୍ଥା ଏବଂ କର୍ମଚାରୀଙ୍କର ମୁହଁ ଚିହ୍ନଟ କରି ବାୟୋମେଟ୍ରିକ ଉପସ୍ଥାନ ବ୍ଯବସ୍ଥାର ବି ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ଯମନ୍ତ୍ରୀ କହିଛନ୍ତି- ଆଜି ସ୍ବାସ୍ଥ୍ଯ ସେବାରେ ସୃଷ୍ଟି ହୋଇଛି ନୂଆ ଇତିହାସ। ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଆମ ହସ୍ପିଟାଲରେ ବ୍ଯବସ୍ଥା କରାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com