ମନୋରଞ୍ଜନ

ବଲିଉଡ୍‌ର ସଫଳ ଫିଲ୍ମ ‘ଦଙ୍ଗଲ’ରେ ବବିତା କୁମାରୀ ଭୂମିକାରେ ଅଭିନୟ କରିଥିବା ଶିଶୁ କଳାକାର ସୁହାନୀ ଭଟ୍ଟନାଗରଙ୍କ ମୃତ୍ୟୁ ଘଟିଛି

ବଲିଉଡ୍‌ର ସଫଳ ଫିଲ୍ମ ‘ଦଙ୍ଗଲ’ରେ ବବିତା କୁମାରୀ ଭୂମିକାରେ ଅଭିନୟ କରିଥିବା ଶିଶୁ କଳାକାର ସୁହାନୀ ଭଟ୍ଟନାଗରଙ୍କ ମୃତ୍ୟୁ ଘଟିଛି। ତାଙ୍କୁ ୧୯ ବର୍ଷ ହୋଇଥିଲା।

ଫରିଦାବାଦର ଏମ୍ସ ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଜାରି ରହିଥିଲା। ଏବେ ହଠାତ ମୃତ୍ୟୁ ଖବର ସାମ୍ନାକୁ ଆସିବା ପରେ ମନୋରଞ୍ଜନଜଗତରେ ଶୋକର ଛାୟା ଖେଳିଯାଇଛି। ସୁହାନା ୧୧ ବର୍ଷ ବୟସରେ ଆମିର ଖାନ୍‌ଙ୍କ ଫିଲ୍ମ ‘ଦଙ୍ଗଲ’ରେ ବବିତା ଫୋଗଟ ଭୂମିକାରେ ଅଭିନୟ କରିଥିଲେ।

Related Articles

Back to top button
WP Twitter Auto Publish Powered By : XYZScripts.com