ଜାତୀୟ

ବ୍ରହ୍ମଗିରି ଅଞ୍ଚଳରେ ଲଜ୍ଜ୍ୟା । ସ୍ୱାମୀ ଆଗରେ ସ୍ତ୍ରୀକୁ ଗଣଦୁଷ୍କର୍ମ

ବ୍ରହ୍ମଗିରି ଅଞ୍ଚଳରେ ଲଜ୍ଜ୍ୟା । ସ୍ୱାମୀ ଆଗରେ ସ୍ତ୍ରୀକୁ ଗଣଦୁଷ୍କର୍ମ । ଅରଖକୁଦା ମିରାଇନ୍ ଥାନା ଅଂଚଳରେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ ହୋଇଥିବା ନେଇ ଅଭିଯୋଗ ହୋଇଛି ।

ମହିଳାଙ୍କ ସ୍ଵାମୀଙ୍କ ହାତ ଗୋଡ ବାନ୍ଧି ସ୍ବାମୀ ଆଗରେ ସ୍ତ୍ରୀକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ମେରାଇନ୍ ଥାନା ଏକ ଦୁଷ୍କର୍ମ ମାମଲା ରୁଜୁକରି ଜଣେ ଦୁଷ୍କର୍ମକରୀକୁ ଗିରଫ କରି ଘଟଣାର ତଦନ୍ତ ଆରମ୍ଭ କରିଛି । ପୀଡ଼ିତାଙ୍କୁ ଚିକିତ୍ସା ପାଇଁ ହସପିଟାଲରେ ଭର୍ତ୍ତି କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com