ଜାତୀୟରାଜନୀତି

ସାଧାରଣ ନିର୍ବାଚନ-୨୦୨୪ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି ସମୀକ୍ଷା କରିଛନ୍ତି ଭାରତର ମୁଖ୍ୟ ନିର୍ବାଚନ ଆୟୋଗ

ସାଧାରଣ ନିର୍ବାଚନ-୨୦୨୪ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି ସମୀକ୍ଷା କରିଛନ୍ତି ଭାରତର ମୁଖ୍ୟ ନିର୍ବାଚନ ଆୟୋଗ । ଆଗାମୀ ବିଧାନସଭା ନିର୍ବାଚନରେ ମୋଟ ୩ କୋଟି ୩୨ ଲକ୍ଷ ଭୋଟର ମତଦାନ ସାବ୍ୟସ୍ତ କରିବେ।

ନିର୍ବାଚନକୁ ନିରପେକ୍ଷ ଓ ଶୃଙ୍ଖଳିତ ପରିଚାଳନା ପାଇଁ ଆୟୋଗ ସମସ୍ତ ଜିଲାପାଳ ଏବଂ ଏସ୍‌ପିମାନଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ନିର୍ବାଚନ ସମୟରେ ସବୁ ରାଜନୈତିକ ଦଳ ପ୍ରତି ସମାନ ମନୋଭାବ ପୋଷଣ କରିବାକୁ ଆୟୋଗ ଅଧିକାରୀ ମାନଙ୍କୁ କହିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com