ଜାତୀୟ

ପ୍ରବାସୀ ଭାରତୀୟ ଏବଂ ଭାରତୀୟ ନାଗରିକଙ୍କ ମଧ୍ୟରେ ବିବାହ ପରେ ହେଉଥିବା ବିବାଦ, ବିଶେଷ କରି ଠକାମୀକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ଭାରତୀୟ ଲ କମିଶନ

ପ୍ରବାସୀ ଭାରତୀୟ ଏବଂ ଭାରତୀୟ ନାଗରିକଙ୍କ ମଧ୍ୟରେ ବିବାହ ପରେ ହେଉଥିବା ବିବାଦ, ବିଶେଷ କରି ଠକାମୀକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ଭାରତୀୟ ଲ କମିଶନ।

ଏହି ଚିନ୍ତାକୁ ଦୂର କରିବା ପାଇଁ ଆୟୋଗ କଡା କାର୍ଯ୍ୟାନୁଷ୍ଠାନ ସହ ବିବାହର ପଞ୍ଜିକରଣ ଭାରତରେ ବାଧ୍ୟତାମୂଳକ କରିବାକୁ ସୁପାରିଶ କରିଛନ୍ତି। ରିପୋର୍ଟରେ କୁହାଯାଇଛି ଯେ, ଏନଆରଆଇ ଭାରତୀୟ ନାଗରିକଙ୍କ ସହ ବିବାହ କରିା ପରେ ଠକେଇ ମାମଲା ବଢୁଛି ଯାହା ଚିନ୍ତାଜନକ ।

Related Articles

Back to top button
WP Twitter Auto Publish Powered By : XYZScripts.com