ଶିକ୍ଷା

ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା

ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ମାଟ୍ରିକ ପରୀକ୍ଷା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦର ପ୍ରସ୍ତୁତି ଶେଷ ପର୍ଯ୍ଯାୟରେ ପହଞ୍ଚିଛି ।

ପରୀକ୍ଷା ପରିଚାଳନାରେ ସୁଧାର ଓ ସଂସ୍କାର ଆଣିବା ପାଇଁ ବୋର୍ଡ ପକ୍ଷରୁ ପରୀକ୍ଷା କେନ୍ଦ୍ର ଓ ନୋଡାଲ ସେଣ୍ଟରରେ ତ୍ରିସ୍ତରୀୟ ସିସିଟିଭି କ୍ୟାମେରା ଲଗାଯାଇଛି। ଅତି ସମ୍ବେଦନଶୀଳ କେନ୍ଦ୍ରଗୁଡ଼ିକରେ ପ୍ରଥମ ଥର ପାଇଁ ଲଗାଯାଇଛି AI ଆଧାରିତ CCTV । ଯାହାର କମାଣ୍ଡ କଣ୍ଟ୍ରୋଲ ରୁମ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com