ଜାତୀୟ

କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କୁ ନେଇ ଆସିଛି ଏକ ଆଶ୍ୱିସ୍ତିକର ଖବର

କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କୁ ନେଇ ଆସିଛି ଏକ ଆଶ୍ୱିସ୍ତିକର ଖବର । ଖରାପ ସ୍ୱାସ୍ଥ୍ୟ କାରଣରୁ ଦୁଇଦିନ ପୂର୍ବରୁ ମେଡିକାଲରେ ଭର୍ତ୍ତି ହୋଇଥିବା ପ୍ରିୟଙ୍କା ଡିସଚାର୍ଜ ହୋଇଛନ୍ତି ।

ପ୍ରିୟଙ୍କାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବା ଫଳରେ ତାଙ୍କୁ ଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଥିଲା । ତେବେ ଚିକିତ୍ସା ପରେ ତାଙ୍କୁ ଆଜି ହସ୍ପିଟାଲରୁ ଡିସଚାର୍ଜ କରି ଦିଆଯାଇଥିବା ଜଣାପଡ଼ିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com