ଶିକ୍ଷା

ଆଜି ଠୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା।

ଆଜି ଠୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ । ସିସିଟିଭି ନଜରରେ ରହିବ ପରୀକ୍ଷା କେନ୍ଦ୍ର ଓ ନୋଡାଲ ସେଣ୍ଟର।

ଅତି ସମ୍ବେଦନଶୀଳ କେନ୍ଦ୍ରଗୁଡ଼ିକରେ ପ୍ରଥମ ଥର ପାଇଁ ଲଗାଯାଇଛି AI ବେସଡ ସିସିଟିଭି କ୍ୟାମେରା। ୩ ହଜାର ୪୭ଟି ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗା ଯାଇଛି । ଚଳିତ ବର୍ଷ ୫ ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ ୩ ହଜାର ୪୭ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ।

Related Articles

Back to top button
WP Twitter Auto Publish Powered By : XYZScripts.com