ଓଡ଼ିଶା

୫ଟି ଜିଲ୍ଲାରେ ଲକ୍ଷ୍ମୀ ବସ ସେବାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ

୫ଟି ଜିଲ୍ଲାରେ ଲକ୍ଷ୍ମୀ ବସ ସେବାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହିକ୍ରମରେ କନ୍ଧମାଳ ଜିଲ୍ଲାରେ ୫୦ଟି ବସ୍‌ର ଶୁଭାରମ୍ଭ ହୋଇଛି ।

ଏହି ବସ ପ୍ରତି ପଞ୍ଚାୟତରୁ ବ୍ଳକ୍ ମୁଖ୍ୟାଳୟକୁ ଗଡିବ। ସାଧାରଣ ଲୋକେ ଓ ଛାତ୍ରଛାତ୍ରୀ ମାନେ ସ୍କୁଲ କିମ୍ବା କଲେଜକୁ ଏହି ଲକ୍ଷ୍ମୀ ବସ ମାଧ୍ୟମରେ ମାତ୍ର ୫ ଟଙ୍କା ଦେଇ ଯାତାୟତ କରିପାରିବା ସହ ଦୁର୍ଗମ ଅଞ୍ଚଳକୁ ମଧ୍ୟ ଗମନା ଗମନ ସୁଗମ୍ୟ ହୋଇପାରିବ।

Related Articles

Back to top button
WP Twitter Auto Publish Powered By : XYZScripts.com