ଓଡ଼ିଶା

ଢେଙ୍କାନାଳ ଯୋରନ୍ଦା ମେଳା ପାଇଁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି

ଢେଙ୍କାନାଳ ଯୋରନ୍ଦା ମେଳା ପାଇଁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଆସନ୍ତା ୨୨ରୁ ୨୪ ପର୍ଯ୍ୟନ୍ତ ୩ ଦିନ ବ୍ୟାପୀ ପାଳିତ ହେବ ଏହି ମେଳା ।

ଏନେଇ ବାହାରୁ ସାଧୁସନ୍ଥଙ୍କ ସମାଗମ ହେବ । ଏଥିପାଇଁ ସମସ୍ତ ପ୍ରକାରର ବ୍ୟବସ୍ଥାମାନ ମଧ୍ୟ କରାଯାଇଛି । ମାଘମାସରେ ମହିମା ସାଧୁଙ୍କ ମନ୍ତ୍ରରେ ପ୍ରକମ୍ପିତ ହେବ ମହିମା ପୀଠ । ଚଳିତଥର ୪ଲକ୍ଷ ଭକ୍ତ ସମାଗମ ହେବାକୁ ଥିବାବେଳେ ସୁରକ୍ଷା ପ୍ରତି ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com