କ୍ରୀଡ଼ା

ମାର୍ଚ୍ଚ ୨୨ରୁ ଆରମ୍ଭ ହୋଇପାରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ ୨୦୨୪

ମାର୍ଚ୍ଚ ୨୨ରୁ ଆରମ୍ଭ ହୋଇପାରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ ୨୦୨୪ । ଲୋକ ସଭା ନିର୍ବାଚନ ଥିବା ସତ୍ତ୍ୱେ ଏହାର ଆୟୋଜନ ଦେଶରେ ହେବ ବୋଲି ଆଇପିଏଲ୍‌ ଅଧ୍ୟକ୍ଷ ଅରୁଣ ଧୁମଲ କହିଛନ୍ତି।

ତେବେ ଏନେଇ ବିଧିବଦ୍ଧ ଘୋଷଣାକୁ ଅପେକ୍ଷା ରହିଛି। ପ୍ରାରମ୍ଭରେ ଏହି ଲିଗ୍‌ର କେବଳ ପ୍ରଥମ ୧୫ ଦିନର କାର୍ଯ୍ୟସୂଚୀ ଘୋଷଣା କରାଯିବ। ବାକି ମ୍ୟାଚ୍‌ର ଘୋଷଣା ସାଧାରଣ ନିର୍ବାଚନ ତାରିଖ ଘୋଷଣା ହେବା ପରେ ହେବ।

Related Articles

Back to top button
WP Twitter Auto Publish Powered By : XYZScripts.com