ଓଡ଼ିଶା

ରାଜ୍ୟରେ ବଢିଲା ଗ୍ରୀଷ୍ମପ୍ରବାହ

ରାଜ୍ୟରେ ବଢିଲା ଗ୍ରୀଷ୍ମପ୍ରବାହ। ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ମିଳିବନି ନିସ୍ତାର। ଅଧିକାଂଶ ସ୍ଥାନରେ ୩୫ ରୁ ୩୭ ଡିଗ୍ରୀ ମଧ୍ୟରେ ତାପମାତ୍ରା ରେକର୍ଡ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ବିଶେଷ କରି ଉପକୂଳ ଓଡ଼ିଶା ଅପେକ୍ଷା ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ତାତି ବଢିବ। ଦୁଇଦିନ ପରେ ରାଜ୍ୟରେ ପୁଣି ପାଗରେ ପରିବର୍ତ୍ତନ ହେବ। ପଶ୍ଚିମା ଝଡ ପ୍ରଭାବରେ ୨୨ ତାରିଖରୁ ୨୬ ତାରିଖ ପର୍ଯ୍ୟନ୍ତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ଗୁଡିକରେ ବର୍ଷା ନେଇ ଆକଳନ କରାଯାଇଛି।

Related Articles

Back to top button