ଓଡ଼ିଶା

ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର ତିନି ରାଜ୍ୟସଭା ପ୍ରାର୍ଥୀ

ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର ତିନି ରାଜ୍ୟସଭା ପ୍ରାର୍ଥୀ । ପ୍ରାର୍ଥିପତ୍ର ପ୍ରତ୍ୟାହାର ସମୟ ଶେଷ ହେବା ପରେ ତିନି ପ୍ରାର୍ଥୀ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି। ସମସ୍ତ ନିର୍ବାଚିତ ପ୍ରାର୍ଥୀ ମାନଙ୍କୁ ଆଜି ସେମାନଙ୍କ ସାର୍ଟିଫିକେଟ ଦେବେ ରିଟର୍ନିଙ୍ଗି ଅଫିସର।

ଓଡ଼ିଶାରୁ ତିନୋଟି ଆସନ ଖାଲି ହେଉଥିବା ବେଳେ ତିନି ପ୍ରାର୍ଥୀଙ୍କ ଛଡା ଅନ୍ୟକୌଣସି ପ୍ରାର୍ଥୀ ନାମାଙ୍କନ ଭରି ନଥିବାରୁ ଅଶ୍ୱିନୀ, ଦେବାଶିଷ ଓ ଶୁଭାଶିଷ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି।

Related Articles

Back to top button