ମନୋରଞ୍ଜନ

ବବି ଦେଓଲ ତାଙ୍କ ଚଳଚ୍ଚିତ୍ର ‘ଆନିମଲ’ର ସଫଳତାକୁ ଉପଭୋଗ କରୁଛନ୍ତି

ବଲିଉଡ ଅଭିନେତା ବବି ଦେଓଲ ତାଙ୍କ ଚଳଚ୍ଚିତ୍ର ‘ଆନିମଲ’ର ସଫଳତାକୁ ଉପଭୋଗ କରୁଛନ୍ତି। ଏହି ଚଳଚ୍ଚିତ୍ରରେ ଥିବା ତାଙ୍କ ଚରିତ୍ରକୁ ଓ ତାଙ୍କ ଅଭିନୟକୁ ଦର୍ଶକ ଖୁବ ପ୍ରଶଂସା କରିଛନ୍ତି।

ଏତେ ଦିନ ପରେ ସଫଳତା ମିଳିବା ପରେ ବବି କାନ୍ଦି ପକାଇଥିବାର ଭିଡିଓ କିଛି ଦିନ ତଳେ ଭାଇରାଲ ହୋଇଥିଲା। ଏବେ ତାଙ୍କର ଆଉ ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ସେ ଜଣେ ପ୍ରଶଂସକଙ୍କୁ ଧକ୍କା ଦେଇ ଆଗକୁ ବଢ଼ୁଥିବାରୁ ଲୋକେ ତାଙ୍କୁ ଟ୍ରୋଲ କରିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com