ଜାତୀୟ

୨୦୧୪ର ଅନୁଦାନପ୍ରାପ୍ତ ଶିକ୍ଷକ, କର୍ମଚାରୀଙ୍କ ଦରମା ବଢିବ

୨୦୧୪ର ଅନୁଦାନପ୍ରାପ୍ତ ଶିକ୍ଷକ, କର୍ମଚାରୀଙ୍କ ଦରମା ବଢିବ। ଗୁରୁବାର ବସିଥିବା ରାଜ୍ୟ କ୍ୟାବିନେଟରେ ଏହି ନିଷ୍ପତ୍ତି ନିଆଯାଇଛି। ସଂପୃକ୍ତ କଲେଜ, ଜୁନିଅର କଲେଜ ଶିକ୍ଷକ, କର୍ମଚାରୀଙ୍କ ଦରମା ବଢ଼ିବ।

ମୋଟ ୧୭୮୯ ଶିକ୍ଷକ, କର୍ମଚାରୀଙ୍କୁ ୭ମ ବେତନ କମିଶନ ହାରରେ ଦରମା ମିଳିବ। ବର୍ଦ୍ଧିତ ଦରମା ପାଇଁ ୨୭.୩୭ କୋଟି ଟଙ୍କା ଅତିରିକ୍ତ ବ୍ୟୟ ହେବ।

Related Articles

Back to top button
WP Twitter Auto Publish Powered By : XYZScripts.com