Featuredମନୋରଞ୍ଜନ

‘ଭୋଟ’ ବେଳ ପାଖେଇ ଆସୁଥିବାରୁ ଦର୍ଶକଙ୍କ ମନରେ ଆଗ୍ରହ ବଢ଼ିବାରେ ଲାଗିଛି

‘ଭୋଟ’ ବେଳ ପାଖେଇ ଆସୁଥିବାରୁ ଦର୍ଶକଙ୍କ ମନରେ ଆଗ୍ରହ ବଢ଼ିବାରେ ଲାଗିଛି। ଦର୍ଶକମାନଙ୍କ ମନୋରଞ୍ଜନ ପାଇଁ ରିତୁପ୍ରିୟା ପ୍ରଡ଼କସନ୍ସ ବ୍ୟାନରରେ ଅତୀଶ କୁମାର ରାଉତଙ୍କ ପ୍ରଯୋଜନାରେ ଭୋଟ ନିର୍ମିତ ହୋଇଛି।

ଆସନ୍ତା ୨୩ ଫେବ୍ରୁଆରୀରେ ମୁକ୍ତିଲାଭ କରିବା ପାଇଁ ପ୍ରଯୋଜନା ସଂସ୍ଥା ତରଫରୁ ଘୋଷଣା କରାଯାଇଥିବା ବେଳେ ଆଜି ଭୁବନେଶ୍ୱର ସ୍ଥିତ ଶୀତଲ ହୋଟେଲରେ ଏହାର ଟ୍ରେଲର ରିଲିଜ୍ ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com