ଜାତୀୟ

ଦିଲ୍ଲୀ ମଦ ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସମସ୍ୟା ବଢାଇଦେଇଛି

ଦିଲ୍ଲୀ ମଦ ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସମସ୍ୟା ବଢାଇଦେଇଛି। ଜୁନ ୨ରେ ଆତ୍ମସମର୍ପଣ ସମୟରେ ଇଡି ଏଏପି ସଂଯୋଜକ କେଜ୍‌ରିଓ୍ବାଲଙ୍କ ନ୍ୟାୟିକ ହେପାଜତକୁ ବଢାଇବାକୁ ଦାବି କରିଛି।

ପ୍ରକୃତରେ କେଜ୍‌ରିଓ୍ବାଲଙ୍କ ନ୍ୟାୟିକ ହେପାଜତରେ ଶେଷ ହୋଇଥିଲା, କିନ୍ତୁ ସେ ସୁପ୍ରିମକୋର୍ଟଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନରେ ଥିବାରୁ ଇଡି ରୌଜ୍‌ ଏଭିନ୍ୟୁ କୋର୍ଟରୁ ଏହି ଦାବି କରିଛି।

Related Articles

Back to top button