ଓଡ଼ିଶା

ରାଜ୍ୟରେ ତାତିରୁ ମିଳିବ ଆଶ୍ୱସ୍ତି, ବଦଳିବ ପାଗ

ରାଜ୍ୟରେ ତାତିରୁ ମିଳିବ ଆଶ୍ୱସ୍ତି, ବଦଳିବ ପାଗ । କାରଣ ୨୮ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକା ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଦିନର ତାପମାତ୍ରା ମଧ୍ୟ ହ୍ରାସ ପାଇବ । ଆଜିଠାରୁ ତାପମାତ୍ରାରେ ଆହୁରି ପରିବର୍ତ୍ତନ ହେବ ବୋଲି ଜଣାଯାଇଛି । ଏଠାରେ ସୂଚାଇ ଦିଆଯାଇପାରେ କି ଚଳିତ ବର୍ଷ ତାପମାତ୍ରା ବହୁତ ଅଧିକ ରହିବ ବୋଲି ପାଣିପାଗ ବିଜ୍ଞାନୀ ପୂର୍ବାନୁମାନ ଲଗାଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com