Featuredକ୍ରୀଡ଼ା

ଆଇପିଏଲ ୨୦୨୪ ପ୍ରଥମ ପର୍ଯ୍ୟାୟ ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି

ଆଇପିଏଲ ୨୦୨୪ ପ୍ରଥମ ପର୍ଯ୍ୟାୟ ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ମାର୍ଚ୍ଚ ୨୨ରୁ ଏହି ଟୁର୍ନାମେଣ୍ଟ ଆରମ୍ଭ ହେବ। ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ପ୍ରଥମ ମ୍ୟାଚ ଖେଳାଯିବ।

ଏହି ଟୁର୍ନାମେଣ୍ଟ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ବର୍ତ୍ତମାନ କେବଳ ଆଇପିଏଲ ୨୦୨୪ର ପ୍ରଥମ ୨୧ ମ୍ୟାଚର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି ।ବର୍ତ୍ତମାନ କେବଳ ଏପ୍ରିଲ ୭ ପର୍ଯ୍ୟନ୍ତ ଖେଳାଯିବାକୁ ଥିବା ମ୍ୟାଚଗୁଡିକର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com