ଓଡ଼ିଶା

ଓଡ଼ିଶା ପୋଲିସ୍‌ରେ ଚାକିରି କରିବାକୁ ସ୍ୱପ୍ନ ଦେଖୁଥିବା ଯୁବକଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ

ଓଡ଼ିଶା ପୋଲିସ୍‌ରେ ଚାକିରି କରିବାକୁ ସ୍ୱପ୍ନ ଦେଖୁଥିବା ଯୁବକଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଏନେଇ ଓଡ଼ିଶା ପୋଲିସ୍ ବିଭାଗ(OPD) ବିଜ୍ଞପ୍ତି ପ୍ରକାଶ କରିଛି।

ଏହି ନିଯୁକ୍ତି ପ୍ରକ୍ରିୟା ମାଧ୍ୟମରେ SI, କନଷ୍ଟେବଲ୍ ବାଟାଲିଅନ୍, ସିପାହୀ, SI ସଶସ୍ତ୍ର, ଡ୍ରାଇଭର MT, ଜୁନିଅର କ୍ଲର୍କ, କନଷ୍ଟେବଲ୍ ଯୋଗାଯୋଗ ଆଦି ପଦବୀ ପୂରଣ ହେବ। ଏହି ନିଯୁକ୍ତି ପାଇଁ ଆବେଦନ ପ୍ରକ୍ରିୟା ଅନ୍‌ଲାଇନ୍ ମାଧ୍ୟମରେ ହେଉଥିବା ବେଳେ ଏଥିପାଇଁ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ।

Related Articles

Back to top button
WP Twitter Auto Publish Powered By : XYZScripts.com