Breaking Newsଓଡ଼ିଶା

ଉତ୍ତର ଉପକୂଳ କେନ୍ଦୁଝର, ଢେଙ୍କାନାଳ ଓ ମୟୂରଭଂଜ ଜିଲ୍ଲା ସମେତ ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ବର୍ଷା ହେବାର ଆଶଙ୍କ ରହିଛି

ଉତ୍ତର ଉପକୂଳ କେନ୍ଦୁଝର, ଢେଙ୍କାନାଳ ଓ ମୟୂରଭଂଜ ଜିଲ୍ଲା ସମେତ ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ବର୍ଷା ହେବାର ଆଶଙ୍କ ରହିଛି ।

ଆଜି ଅପେକ୍ଷା ଆସନ୍ତାକାଲି ବର୍ଷାର ପରିମାଣ ବଢିବ । ପ୍ରାୟ ୬ ଦିନ ଯାଏଁ ବର୍ଷା ଲାଗି ରହିବ । ମେଘୁଆ ପାଗ ଯୋଗୁଁ ଦିନର ତାପମାତ୍ରା କମିବାର ଆଶଙ୍କା ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com