Breaking Newsଓଡ଼ିଶା

୬୬୦ କୋଟି ଟଙ୍କା ବ୍ୟୟ ଅଟକଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ନିର୍ମିତ ହୋଇଥିବା କ୍ରୀଡା ଭିତ୍ତିଭୂମିର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ

୬୬୦ କୋଟି ଟଙ୍କା ବ୍ୟୟ ଅଟକଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ନିର୍ମିତ ହୋଇଥିବା କ୍ରୀଡା ଭିତ୍ତିଭୂମିର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଉରକେଲା ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ଓ ଜିମ଼ନାଷ୍ଟିକ ଏକାଡେମୀ ସମ୍ପୂର୍ଣ୍ଣ ଶୀତତାପ ନିୟନ୍ତ୍ରିତ ରହିଛି ।

ଏଥିରେ ଟେବୁଲ୍ ଟେନିସ, ଜିମ, ଓ୍ବୈଟ ଲିଫଟିଂ, ଯୋଗ କକ୍ଷ, ବ୍ୟାୟମଶାଳା, ଜିମ୍ନାଷ୍ଟିକ ଉପକରଣ ଓ ଅତ୍ୟାଧୁନିକ ଶୌଚାଳୟ ସୁବିଧା ରହିଛି । ବିଶ୍ଵର ସର୍ବ ବୃହତ ହକି ଷ୍ଟାଡିୟମ ନିକଟରେ ନିର୍ମିତ ହୋଇଛି ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ଓ ଜିମ଼ନାଷ୍ଟିକ ଏକାଡେମୀ ।

Related Articles

Back to top button
WP Twitter Auto Publish Powered By : XYZScripts.com