Featuredଓଡ଼ିଶା

୨୦୨୪ ନିର୍ବାଚନରେ ଓଡ଼ିଶାବାସୀ ପୁଣି ଫୁଙ୍କିବେ ଶଙ୍ଖ

୨୦୨୪ ନିର୍ବାଚନରେ ଓଡ଼ିଶାବାସୀ ପୁଣି ଫୁଙ୍କିବେ ଶଙ୍ଖ । ତେବେ ଏହି ନିର୍ବାଚନ ବିଜେଡି ପାଇଁ ହେବାକୁ ଯାଉଛି ଐତିହାସିକ । କାରଣ ଏହି ନିର୍ବାଚନରେ ବିଜେଡି ରେକର୍ଡ ସଂଖ୍ୟାରେ ବିଧାନସଭା ଆସିନରେ ଜିତିବାକୁ ଯାଉଛି ।

ଖାଲି ସେତିକି ନୁହେଁ, ଏହାସହ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ନେତୃତ୍ବରେ ଜନତା ଦଳ ୧୯୯୦ରେ ଜିତିଥିବା ୧୨୩ ବିଧାନସଭା ଆସନର ରେକର୍ଡ ମଧ୍ୟ ଭାଙ୍ଗିବାକୁ ଯାଉଛି ବିଜେଡି । ଅର୍ଥାତ ୨୦୨୪ ନିର୍ବାଚନରେ ବିଜେଡି ୧୨୮ ଆସନରେ ଜିତିବାକୁ ଯାଉଛି ।

Related Articles

Back to top button
WP Twitter Auto Publish Powered By : XYZScripts.com