ଜାତୀୟ

ଦେଶରେ ଅପରାଧିକ ନ୍ୟାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ରୂପେ ବଦଳାଇବା ପାଇଁ ଜୁଲାଇ ୧ରୁ ତିନୋଟି ନୂତନ ନିୟମ ଲାଗୁ ହେବ

ଦେଶରେ ଅପରାଧିକ ନ୍ୟାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ରୂପେ ବଦଳାଇବା ପାଇଁ ଜୁଲାଇ ୧ରୁ ତିନୋଟି ନୂତନ ନିୟମ ଲାଗୁ ହେବ।

ଆଇପିସି, ସିଆରପିସି ଏବଂ ଏଭିଡେନ୍ସ ଆକ୍ଟ ଅଇନରେ ପରିବର୍ତ୍ତନ ଆଣିବାକୁ ସରକାର ଶନିବାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଜୁଲାଇ ୧ରୁ ପୂର୍ବ ପ୍ରଚଳିତ ଆଇନ ବଦ‌ଳରେ ୩ ନୂଆ ଅପରାଧିକ ଆଇନ କାର୍ଯ୍ୟକାରୀ ହେବ।

Related Articles

Back to top button
WP Twitter Auto Publish Powered By : XYZScripts.com