Breaking NewsFeaturedଓଡ଼ିଶା

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ପୂର୍ବାହ୍ନରେ ଦେବଗଡ଼ର ପୁରୁଣାଗଡ଼ରେ ସ୍କିଲ ଇଣ୍ଡିଆ ସେଣ୍ଟରର ଉଦଘାଟନ କରିଛନ୍ତି

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ପୂର୍ବାହ୍ନରେ ଦେବଗଡ଼ର ପୁରୁଣାଗଡ଼ରେ ସ୍କିଲ ଇଣ୍ଡିଆ ସେଣ୍ଟରର ଉଦଘାଟନ କରିଛନ୍ତି। ଏହି ଅବସରରେ ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀ, ଜିଲ୍ଲା ବିଜେପି ସଭାପତି ଅରୁଣ କୁମାର ସାହୁଙ୍କ ସମେତ ଅନ୍ୟମାନେ ଯୋଗ ଦେଇଥିଲେ।

ତେବେ ଏହି ସେଣ୍ଟରରେ ୧୦ଟି ବିଭାଗର ସ୍କିଲ ଟ୍ରେନିଂର ବ୍ୟବସ୍ଥା କରଯାଇଛି। ଏକବିଂଶ ଶତାବ୍ଦୀର ଯୁବକ ଯୁବତୀ ମାନଙ୍କୁ ସ୍ୱାବଲମ୍ବୀ ଓ ଆତ୍ମନିର୍ଭରଶୀଳ କରାଇବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ସ୍କିଲ୍ ଇଣ୍ଡିଆ ସେଂଟର ଖୋଲାଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com