ଜାତୀୟଶିକ୍ଷା

ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ଶିଶୁଙ୍କୁ ସର୍ବନିମ୍ନ ୬ ବର୍ଷ ହୋଇଥିବା ଆବଶ୍ୟକ

ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ଶିଶୁଙ୍କୁ ସର୍ବନିମ୍ନ ୬ ବର୍ଷ ହୋଇଥିବା ଆବଶ୍ୟକ। ନୂତନ ଜାତୀୟ ଶିକ୍ଷାନୀତି ଓ ଆର୍‌‌ଟିଇ ନିୟମ ଅନୁଯାୟୀ ଏହାକୁ ଲାଗୁ କରିବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଗୁରୁତ୍ୱ ଦେଇଛି।

ଆସନ୍ତା ଶିକ୍ଷାବର୍ଷ ଅର୍ଥାତ ୨୦୨୪-୨୫ ଶିକ୍ଷାବର୍ଷରୁ ନାମଲେଖା ପାଇଁ ସର୍ବନିମ୍ନ ବୟସ ସୁନିଶ୍ଚିତ କରିବା ପାଇଁ ସମସ୍ତ ରାଜ୍ୟ ଓ କେନ୍ଦ୍ର ସାଶିତ ଅଞ୍ଚଳକୁ ନିର୍ଦ୍ଦେଶ ଦେଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com