ଜାତୀୟ

ବିଶ୍ବର ଅନ୍ୟତମ ପ୍ରତିଷ୍ଠିତ ବିତ୍ତଶାଳୀ ତଥା ମାଇକ୍ରୋସଫ୍ଟ କର୍ପୋରେସନର ସହ-ସଂସ୍ଥାପକ ବିଲ୍ ଗେଟ୍ସ ଓଡ଼ିଶା ଆସିବେ

ବିଶ୍ବର ଅନ୍ୟତମ ପ୍ରତିଷ୍ଠିତ ବିତ୍ତଶାଳୀ ତଥା ମାଇକ୍ରୋସଫ୍ଟ କର୍ପୋରେସନର ସହ-ସଂସ୍ଥାପକ ବିଲ୍ ଗେଟ୍ସ ଓଡ଼ିଶା ଆସିବେ। ଫେବ୍ରୁଆରୀ ୨୮ରେ ଭୁବନେଶ୍ବରରେ ପହଞ୍ଚି ବିଲ୍ ଗେଟ୍ସ କୃଷି ଭବନ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି।

ଆଧୁନିକ ଜ୍ଞାନକୌଶଳ ବ୍ୟବହାର କରି କୃଷି କ୍ଷେତ୍ରରେ ଓଡ଼ିଶା କିଭଳି ସଫଳତା ହାସଲ କରିଛି ଏବଂ ଭବିଷ୍ୟତରେ ନୂତନ ଜ୍ଞାନକୌଶଳର ବ୍ୟବହାର କରି କିପରି କୃଷିରେ ପରିବର୍ତ୍ତନ କରାଯିବ ସେ ନେଇ ଆଲୋଚନା କରିବେ।

Related Articles

Back to top button
WP Twitter Auto Publish Powered By : XYZScripts.com