ଜାତୀୟ

ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ ହେଉଥିବା ଅଧିକାରୀମାନଙ୍କ ବଦଳୀ ଉପରେ ନିର୍ବାଚନ ଆୟୋଗ ରାଜ୍ୟମାନଙ୍କ ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି

ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ ହେଉଥିବା ଅଧିକାରୀମାନଙ୍କ ବଦଳୀ ଉପରେ ନିର୍ବାଚନ ଆୟୋଗ ରାଜ୍ୟମାନଙ୍କ ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି ।

ନିର୍ଦ୍ଦେଶାବଳୀ ଅନୁସାରେ ରାଜ୍ୟମାନଙ୍କ ଦ୍ୱାରା ଯେଉଁ ଅଧିକାରୀମାନଙ୍କୁ ବଦଳୀ କରାଯାଉଛି ଯେପରି ସମାନ ସଂସଦୀୟ କ୍ଷେତ୍ରରେ ଥିବା ଗୋଟିଏ ଜିଲ୍ଲାରୁ ଅନ୍ୟ ଗୋଟିଏ ଜିଲ୍ଲାକୁ ଅଧିକାରୀଙ୍କ ବଦଳୀ ନହୁଏ, ସେଥିପ୍ରତି ସଂପୃକ୍ତ ରାଜ୍ୟ ସରକାର ନଜର ରଖିବା ଦରକାର ବୋଲି ନିର୍ଦ୍ଦେଶ ଦେଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com