ଜାତୀୟ

ନିତି ଆୟୋଗ ଦ୍ୱାରା ଘରୋଇ ଉପଭୋକ୍ତା ବ୍ୟୟ ସର୍ବେର୍କ୍ଷଣ ହୋଇଥିଲା

ନିତି ଆୟୋଗ ଦ୍ୱାରା ଘରୋଇ ଉପଭୋକ୍ତା ବ୍ୟୟ ସର୍ବେର୍କ୍ଷଣ ହୋଇଥିଲା । ଯେଉଁଥିରୁ ଜଣାପଡିଛି ଯେ ଉଭୟ ଗାଁ ଏବଂ ସହରରେ ବସବାସ କରୁଥିବା ଲୋକଙ୍କ ଆର୍ଥିକ ଅଭିବୃଦ୍ଧି ଘଟିଛି ।

ରାଷ୍ଟ୍ରୀୟ ସର୍ବେକ୍ଷଣ କାର୍ଯ୍ୟାଳୟ ବା ଏନଏସଏସଓ ଦ୍ୱାରା ଶନିବାର ବିଳମ୍ବିତ ରାତିରେ ଜାରି ହୋଇଥିବା ରିପୋର୍ଟ ଅନୁସାରେ ପ୍ରତି ବ୍ୟକ୍ତିର ମାସିକ ଘରୋଇ ଖର୍ଚ୍ଚ ୨୦୧୧-୧୨ ତୁଳନାରେ ୨୦୨୨-୨୩ରେ ଦୁଇ ଗୁଣା ଅଧିକ ହୋଇଛି । ଯାହା ଦେଶର ସମୃଦ୍ଧି ସ୍ତରକୁ ଦର୍ଶାଇଛି ବୋଲି କୁହାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com