ମନୋରଞ୍ଜନ
ଚଳଚ୍ଚିତ୍ର ‘ଆର୍ଟିକିଲ ୩୭୦’ ପ୍ରେକ୍ଷାଳୟରେ ରିଲିଜ ହୋଇଛି
![](https://i0.wp.com/odia.mobilenews24x7.com/wp-content/uploads/2024/02/article-370-releases-in-theatres-on-february-23-233115195-16x9_0.webp?resize=780%2C464&ssl=1)
ଚଳଚ୍ଚିତ୍ର ‘ଆର୍ଟିକିଲ ୩୭୦’ ପ୍ରେକ୍ଷାଳୟରେ ରିଲିଜ ହୋଇଛି। ଫିଲ୍ମଟି ସତ୍ୟ ଘଟଣା ଉପରେ ଆଧାରିତ ହୋଇଥିବା ବେଳେ ଏବେ ଦର୍ଶକଙ୍କ ମନ କିଣୁଥିବା ଦେଖିବାକୁ ମିଳିଛି।
ପ୍ରଥମ ଦିନରେ ଫିଲ୍ମଟି ୬.୧୨ କୋଟି ଟଙ୍କା ରୋଜଗାର କରିଥିବା ବେଳେ ଦ୍ୱିତୀୟ ଦିନରେ ଏହା ୯.୫୦ କୋଟିରେ ପହଞ୍ଚିଥିଲା। ଏପର୍ଯ୍ୟନ୍ତ, ମାତ୍ର ଦୁଇ ଦିନ ମଧ୍ୟରେ ଫିଲ୍ମଟି ମୋଟ ୨୫.୪୫କୋଟି ଟଙ୍କା ସଂଗ୍ରହ କରିସାରିଲାଣି। ଫିଲ୍ମର ଆୟକୁ ଦେଖି ଲାଗୁଛି, ଏହା ସୁପରହିଟ୍ ହେବ।