ଅନ୍ତର୍ଜାତୀୟ

ରୁଷିଆ-ୟୁକ୍ରେନ ଯୁଦ୍ଧର ଦୁଇ ବର୍ଷ ବିତିଗଲାଣି

ରୁଷିଆ-ୟୁକ୍ରେନ ଯୁଦ୍ଧର ଦୁଇ ବର୍ଷ ବିତିଗଲାଣି । ଏହି ଦୁଇ ଦେଶ ମଧ୍ୟରେ ଯୁଦ୍ଧ ୨୪ ଫେବୃଆରୀ ୨୦୨୨ରେ ଆରମ୍ଭ ହୋଇଥିଲା, ଯାହା ଏବେବି ଜାରି ରହିଛି। ଦୁଇ ବର୍ଷର ଯୁଦ୍ଧରେ ଉଭୟ ଦେଶରେ ଅନେକ ପରିବର୍ତ୍ତନ ହୋଇଛି।

ଏହି ଯୁଦ୍ଧରେ ହଜାର ହଜାର ଲୋକ ପ୍ରାଣ ହରାଇଛନ୍ତି, ଲକ୍ଷ ଲକ୍ଷ ଲୋକ ବିସ୍ଥାପିତ ହୋଇଛନ୍ତି। ୟୁକ୍ରେନ ରାଷ୍ଟ୍ରପତି କହିଛନ୍ତି, ରୁଷିଆ ଆକ୍ରମଣ ପରେ ଆମେ ଆମର ୩୧ ହଜାର ସୈନିକଙ୍କୁ ହରାଇଛୁ। ତଥାପି ଆମେ ମୁଣ୍ଡ ନୁଆଁଇବୁ ନାହିଁ।

Related Articles

Back to top button