ଓଡ଼ିଶା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାର ୭୦ ଲକ୍ଷ ସୟଂ ସହାୟକ ଗୋଷ୍ଠି ମା’ ମାନଙ୍କ ପାଇଁ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଶନ ଶକ୍ତି ଋଣ ବ୍ୟବସ୍ଥା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାର ୭୦ ଲକ୍ଷ ସୟଂ ସହାୟକ ଗୋଷ୍ଠି ମା’ ମାନଙ୍କ ପାଇଁ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଶନ ଶକ୍ତି ଋଣ ବ୍ୟବସ୍ଥା, ମିଶନ ଶକ୍ତି ମା’ ମାନଙ୍କ ପାଇଁ ୟୁନିଫର୍ମ ଓ ବ୍ଲେଜର ସହାୟତା ଏବଂ ୧୪୫ କୋଟି ଟଙ୍କାର ସୁଧ ଫେରସ୍ତ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି।

କାର୍ଯ୍ୟକ୍ରମରେ ବିଭାଗୀୟ ବରିଷ୍ଠ ଅଧିକାରୀ ଓ ମିଶନ ଶକ୍ତିର ବହୁସଂଖ୍ୟକ ମା’ମାନେ ଯୋଗ ଦେଇଥିଲେ।

Related Articles

Back to top button